ଯାଜପୁର: ସରପଞ୍ଚଙ୍କ ପରିବାର ବିରୁଦ୍ଧରେ ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କଲେ ଗ୍ରାମବାସୀ । ଯାଜପୁର ବିଞ୍ଝାରପୁର ବ୍ଲକ ଗୁହାଳି ପଞ୍ଚାୟତର ସରପଞ୍ଚ ଦିବ୍ୟଜ୍ୟୋତି ଘଡାଇ ଓ ତାଙ୍କ ପରିବାର ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପଞ୍ଚାୟତବାସୀ। ସରପଞ୍ଚଙ୍କ ଶ୍ଵଶୂର, ସ୍ଵାମୀ ଓ ଦିଅର ପଞ୍ଚାୟତ ଲୋକଙ୍କୁ ଦୁର୍ବ୍ୟବହାର କରିବା ସହ ଗାଳିଗୁଲଜ କରୁଛନ୍ତି। ଏଥିସହ ବିଭିନ୍ନ ମିଥ୍ୟା ଘଟଣାରେ ପଞ୍ଚାୟତ ଲୋକଙ୍କ ନାମରେ ଥାନାରେ ମାମଲା କରି ଗରିବ ସାଧାରଣ ପଞ୍ଚାୟତ ବାସୀଙ୍କୁ ହଇରାଣ କରୁଛନ୍ତି । ଏନେଇ ସରପଞ୍ଚଙ୍କ ପରିବାର ବିରୁଦ୍ଧରେ ଗୁହାଳି ପଞ୍ଚାୟତବାସୀ ସାମ୍ଵାଦିକ ସମ୍ମିଳନୀ କରି ସାଂଘାତିକ ଅଭିଯୋଗ ଆଣିଛନ୍ତି। ତେବେ ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି। ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି।
BREAKING NEWS
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
Comments are closed.