ଚଣ୍ଡୀଗଡ: ପଞ୍ଜାବର ଲୋକପ୍ରିୟ ଗାୟକ ଦଲେର ମେହେନ୍ଦି ମାନବ ଚାଲାଣ ମାମଲାରେ ପଟିୟାଲା କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୨୦୧୮ରେ ଶୁଣା ଯାଇଥିବା ୨ ବର୍ଷ ଜେଲ ଦଣ୍ଡାଦେଶକୁ କୋର୍ଟ କାଏମ ରଖିଛନ୍ତି । ୧୯୯୮, ୯୯ରେ ଦଲେର ମେହେନ୍ଦି ୧୦ଜଣଙ୍କୁ ଅବୈଧ ଭାବେ ସାନ ଫ୍ରାନ୍ସିକୋ ଓ ନ୍ୟୁ ଜର୍ସିକୁ ପଠାଇଥିଲେ । ଏଥିପାଇଁ ଜଣଙ୍କ ପିଛା କୋଟିଏ ଟଙ୍କା ସେ ନେଇଥିଲେ । ତାଙ୍କୁ ଭାଇ ଶମଶେର ସିଂ ଏଥିନେଇ ସହଯୋଗ କରିଥିଲେ । ୨୦୧୮ରେ ଏହି ଘଟଣାରେ ଦୋଷୀ ସାବ୍ୟସ୍ତ ହେବା ପରେ କୋର୍ଟ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ । ଏହାର ଅଧ ଘଂଟା ମଧ୍ୟରେ ସେ ଜାମିନ ପାଇଥିଲେ । ଦଲେର ଏହା ପରେ ତାଙ୍କ ଦଣ୍ଡାଦେଶ ବିରୋଧରେ ଆବେଦନ କରିଥିଲେ ।
BREAKING NEWS
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
Comments are closed.