ଚଣ୍ଡୀଗଡ: ପଞ୍ଜାବର ଲୋକପ୍ରିୟ ଗାୟକ ଦଲେର ମେହେନ୍ଦି ମାନବ ଚାଲାଣ ମାମଲାରେ ପଟିୟାଲା କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୨୦୧୮ରେ ଶୁଣା ଯାଇଥିବା ୨ ବର୍ଷ ଜେଲ ଦଣ୍ଡାଦେଶକୁ କୋର୍ଟ କାଏମ ରଖିଛନ୍ତି । ୧୯୯୮, ୯୯ରେ ଦଲେର ମେହେନ୍ଦି ୧୦ଜଣଙ୍କୁ ଅବୈଧ ଭାବେ ସାନ ଫ୍ରାନ୍ସିକୋ ଓ ନ୍ୟୁ ଜର୍ସିକୁ ପଠାଇଥିଲେ । ଏଥିପାଇଁ ଜଣଙ୍କ ପିଛା କୋଟିଏ ଟଙ୍କା ସେ ନେଇଥିଲେ । ତାଙ୍କୁ ଭାଇ ଶମଶେର ସିଂ ଏଥିନେଇ ସହଯୋଗ କରିଥିଲେ । ୨୦୧୮ରେ ଏହି ଘଟଣାରେ ଦୋଷୀ ସାବ୍ୟସ୍ତ ହେବା ପରେ କୋର୍ଟ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ । ଏହାର ଅଧ ଘଂଟା ମଧ୍ୟରେ ସେ ଜାମିନ ପାଇଥିଲେ । ଦଲେର ଏହା ପରେ ତାଙ୍କ ଦଣ୍ଡାଦେଶ ବିରୋଧରେ ଆବେଦନ କରିଥିଲେ ।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.