କଟକ: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ମାମଲାରେ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି ହାଇକୋର୍ଟ । ବଗଲା ଧର୍ମଶାଳା ଜମିରେ ଶ୍ରୀ ଜଗନ୍ନାଥଙ୍କ ମାଲିକାନା ବାବଦରେ ତଥ୍ୟ ରଖିବାକୁ କୋର୍ଟ ଜବାବ ମାଗିଛନ୍ତି । ନଭେମ୍ବର ୨ରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ କରାଯାଇଛି । ଅନ୍ୟ ଦାଏର ମାମଲା ସହିତ ଏହି ମାମଲାର ଏକାଠି ଶୁଣାଣି କରିବେ ହାଇକୋର୍ଟ । ପୂର୍ବରୁ ବଗଲା ଧର୍ମଶାଳା ମାମଲାରେ ହାଇକୋର୍ଟରେ ବିଜେପି ମୁଖପାତ୍ର ସମ୍ବିତ ପାତ୍ର ମାମଲା ଦାଏର କରିଥିଲେ ।
BREAKING NEWS
- ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ; ଠିକାସଂସ୍ଥା ନାଁରେ ଥାନାରେ ଅଭିଯୋଗ
- Ravenshaw University: ରେଭେନ୍ସାରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ
- Shirtless protest: AI ସମିଟରେ ସାର୍ଟଲେସ୍ ପ୍ରତିବାଦ ଘଟଣାରେ ୪ ଗିରଫ; ଏହି ୧୦ ପଏଣ୍ଟର ସହ ମାମଲାର ତଦନ୍ତ
- Odisha Budget 2026 : ନବୀନ ପଟ୍ଟନାୟକ ବଜେଟକୁ ନେଇ ରଖିଲେ ପ୍ରତିକ୍ରିୟା ,କହିଲେ- ‘ଫୁଲ୍ ମେନ୍ୟୁ ଇନ୍ ଏମପ୍ଟି କିଚେନ’
- Trump’s emergency tariffs are illegal: ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା, ଶୁଳ୍କ ନୀତିକୁ ବେଆଇନ ଘୋଷଣା
- ବଜେଟ୍ ୨୦୨୬-୨୭: ରତ୍ନଭଣ୍ଡାର ଖୋଲିବା ପାଇଁ ୫ କୋଟି ଟଙ୍କାର ବ୍ୟୟବରାଦ
- “ସମୃଦ୍ଧ କୃଷକ” ପାଇଁ ୬ ହଜାର ୮୮ କୋଟି
- ଭାରତର ଷ୍ଟାର ଅଲରାଉଣ୍ଡର କହିଲେ ମହୀକାଙ୍କ ଯୋଗୁ ମୋ ଖେଳରେ ଉନ୍ନତି ଘଟିଛି
- ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ;କହିଲେ-ଅନ୍ୟାୟ ବିରୁଦ୍ଧରେ…
- ପତ୍ନୀ ଈଶାନୀଙ୍କଠାରୁ ଅଲଗା ହେବେ କ୍ରିକେଟର ରାହୁଲ ଚହର
Comments are closed.