ପୁରୀ: ଭିଜିଲାନ୍ସ ମାଲରେ ପୋଲିସ ବାବୁ । ଲାଂଚ ନେଇ ଧରାପଡିଲେ ପୁରୀ ଟାଉନ ଥାନା ଏଏସ୍ଆଇ ବିରଂଚି ରାଉଳ । ସେ ଶନିବାର ୩ ହଜାର ଟଙ୍କା ଲାଂଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି ।
ସୂଚନା ମୁତାବକ, ଏକ ମାମଲାରେ ଚାର୍ଜସିଟ୍ରୁ ନାଁ ହଟାଇବା ପାଇଁ ବିଜୟ କୁମାର ଖୁଂଟିଆ ନାମକ ଜଣେ ବ୍ୟକ୍ତିଙ୍କଠାରୁ ସେ ଲାଂଚ ମାଗିଥିଲେ । ଏହି ସମୟରେ ଖବର ପାଇ ଭିଜିଲାନ୍ସର ଏକ ଟିମ୍ ଚଢ଼ାଉ କରି ଏଏସ୍ଆଇ ବିରଂଚି ରାଉଳଙ୍କୁ ଗିରଫ କରିଥିବା ଜଣାପଡିଛି । ତାଙ୍କ ନାଁରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ହୋଇଛି ।
BREAKING NEWS
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
Comments are closed.