ପୁରୀ: ଭିଜିଲାନ୍ସ ମାଲରେ ପୋଲିସ ବାବୁ । ଲାଂଚ ନେଇ ଧରାପଡିଲେ ପୁରୀ ଟାଉନ ଥାନା ଏଏସ୍ଆଇ ବିରଂଚି ରାଉଳ । ସେ ଶନିବାର ୩ ହଜାର ଟଙ୍କା ଲାଂଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି ।
ସୂଚନା ମୁତାବକ, ଏକ ମାମଲାରେ ଚାର୍ଜସିଟ୍ରୁ ନାଁ ହଟାଇବା ପାଇଁ ବିଜୟ କୁମାର ଖୁଂଟିଆ ନାମକ ଜଣେ ବ୍ୟକ୍ତିଙ୍କଠାରୁ ସେ ଲାଂଚ ମାଗିଥିଲେ । ଏହି ସମୟରେ ଖବର ପାଇ ଭିଜିଲାନ୍ସର ଏକ ଟିମ୍ ଚଢ଼ାଉ କରି ଏଏସ୍ଆଇ ବିରଂଚି ରାଉଳଙ୍କୁ ଗିରଫ କରିଥିବା ଜଣାପଡିଛି । ତାଙ୍କ ନାଁରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ହୋଇଛି ।
BREAKING NEWS
- Salman Khan: ଫ୍ୟାନ୍ସଙ୍କୁ ଚମକାଇଲେ ଭାଇଜାନ୍! ହାଫ୍ ପ୍ୟାଣ୍ଟ ପିନ୍ଧି YouTubeରେ ଏଣ୍ଟ୍ରି କଲେ ସଲମାନ ଖାନ୍, ଛାଡ଼ିଦେବେ କି ଅଭିନୟ?
- ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ
- Vote Chori Proof: ସିଇସିଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲା ଇଣ୍ଡି ମେଣ୍ଟ, ଭୋଟ ଚୋରିର ପ୍ରମାଣ ମାଗିଲେ ମହାମହିମ, ରାହୁଲ କହିଲେ…
- Low Pressure: ବଙ୍ଗୋପସାଗରରେ ୧୩ରେ ଲଘୁଚାପ! ଭିଜିବ ଦଶହରା ନା ପାଗ ରହିବ ଶୁଖିଲା? ଆସିଲା ବଡ଼ ଅପଡେଟ୍
- SI Recruitment Scam: ଏସ୍ଆଇ ନିଯୁକ୍ତି ଦୁର୍ନୀତିରେ ଇଡିର ବଡ଼ ଆକ୍ସନ୍! କୋଟି କୋଟି ଟଙ୍କାର ମନି ଟ୍ରେଲ୍ ଖୋଜୁଛି ତଦନ୍ତକାରୀ ସଂସ୍ଥା, ମୁନା ମହାନ୍ତିଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍
- Student Polls: ଜେନ୍-ଜିଙ୍କୁ ଡରୁଛି ବିଜେପି? ଛାତ୍ର ସଂସଦ ନିର୍ବାଚନରେ ପକ୍ଷପାତ ଅଭିଯୋଗ, ରାସ୍ତାକୁ ଓହ୍ଲାଇବ ବିଜେଡି!
- Delhi on High Alert: ଦିଲ୍ଲୀରେ ହାଇଆଲର୍ଟ! ୪୫ ମେଟ୍ରୋ ଷ୍ଟେସନ୍ ବନ୍ଦ, ୬୬ରୁ ଅଧିକ ଟ୍ରେନ୍ ବାତିଲ୍, ହଜାର ହଜାର ସୁରକ୍ଷାକର୍ମୀଙ୍କ ନଜର; CJP ପ୍ରଦର୍ଶନ ପୂର୍ବରୁ ରାଜଧାନୀରେ ଅଭୂତପୂର୍ବ ସୁରକ୍ଷା
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ

Comments are closed.