Latest Odisha News

BREAKING NEWS

‘ପୁରୀରେ ହାଜତ ମୃତ୍ୟୁ ନୁହେଁ’, ହାଇକୋର୍ଟରେ ସତ୍ୟପାଠ ଦେଲେ ସରକାର

କଟକ: ପୁରୀ ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ସତ୍ୟପାଠରେ ଏହା ହାଜତ ମୃତ୍ୟୁ ନୁହେଁ ବୋଲି ଉଲ୍ଲେଖ କରାଯାଇଛି । ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି ରାଜ୍ୟ ସରକାର । ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆସନ୍ତା ୨୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

Leave A Reply

Your email address will not be published.