ପୁରୀ: ରଥଯାତ୍ରା ପାଇଁ ପୁରୀ ପ୍ରଶାସନ ପ୍ରସ୍ତୁତ । ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ ମିଳିଲେ ସବୁ ବିଭାଗର ସହଯୋଗରେ ରଥଯାତ୍ରା କରିବାକୁ ପ୍ରସ୍ତୁତ । ପରିଚାଳନା କମିଟି ସହ ଆଲୋଚନା ପରେ ଏନେଇ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଓ ଜିଲ୍ଲାପାଳ ବଲୱନ୍ତ ସିଂ । ଆସନ୍ତାକାଲି ରଥଯାତ୍ରା । ଯଦି ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦିଅନ୍ତି ତେବେ ପୋଲିସ ଓ ସୁରକ୍ଷାକର୍ମୀ, ସ୍ୱାସ୍ଥ୍ୟ କର୍ମୀ ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ଅଗି୍ନଶମ ବାହୀନି ଓ ବିଦ୍ୟୁତ୍ ପରିଚାଳନା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ତୁରନ୍ତ ପ୍ରସ୍ତୁତ ରହିବାକୁ କୁହାଯାଇଛି । ସମସ୍ତ ଜରୁରୀ ବିଭାଗ ମଧ୍ୟ ଏନେଇ ସମ୍ମତି ଜଣାଇଛନ୍ତି । ରଥଯାତ୍ରା ରାୟ ପୂର୍ବରୁ ପୁରୀ ପ୍ରଶାସନର ଏଭଳି ବୈଠକ ରଥଯାତ୍ରା ହେବା ନେଇ ଆଉ ଏକ ସଙ୍କେତ ଦେଉଛି ।
BREAKING NEWS
- ୧୨୦ କୁଇଣ୍ଟାଲ ଗଞ୍ଜେଇ ଜବତ କଲା ରେଳବାଇ ପୋଲିସ, ୧୬ ଅଭିଯୁକ୍ତ ଗିରଫ
- ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ଆଉ ୪ ଜଣ ଅଭିଯୁକ୍ତ ଗିରଫ
- ବେଆଇନ ହର୍ଣ୍ଣ ବିରୋଧରେ ଏସଟିଏର କଡ଼ା ଚେକିଂ, ଶତାଧିକ ଅମାନିଆଙ୍କ କଟିଲା ଚାଲାଣ
- ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ
- ଅଷ୍ଟ୍ରେଲିଆରେ ପନ୍ତଙ୍କ ମହାରେକର୍ଡ
- ଗମ୍ଭୀର ଏହି ଯୁବ ଖେଳାଳିଙ୍କୁ କହିଥିଲେ ଦେଶ ପାଇଁ ଗୁଳି ଖାଇବା ପରି ବାଉନ୍ସର ସାମ୍ନା କର
- କିଏ ମାରିବ ଝାଡ଼ଖଣ୍ଡ ବାଜି ?
- ନାବାଳିକା ଦୁଷ୍କର୍ମ ମାମଲା; ଅଭିଯୁକ୍ତକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ କୋର୍ଟ
- ‘ବିଶ୍ୱରେ ଓଡ଼ିଶାର ହସ୍ତକଳା ଓ ହସ୍ତତନ୍ତ ସାମଗ୍ରୀର ବିଶେଷ ପରିଚୟ ରହିଛି’: ମୁଖ୍ୟମନ୍ତ୍ରୀ
- ଦକ୍ୟାଚ ଓଡିଶା: ଭଞ୍ଜ କଳା ମଣ୍ଡପରେ ଆୟୋଜିତ ହେବ ତ୍ରିଦିବସୀୟ ସଂସ୍କୃତ ନାଟ୍ୟ ମହୋତ୍ସବ ‘ଦଶରୂପକମ୍’
Comments are closed.