ପୁରୀ: ରଥଯାତ୍ରା ପାଇଁ ପୁରୀ ପ୍ରଶାସନ ପ୍ରସ୍ତୁତ । ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ ମିଳିଲେ ସବୁ ବିଭାଗର ସହଯୋଗରେ ରଥଯାତ୍ରା କରିବାକୁ ପ୍ରସ୍ତୁତ । ପରିଚାଳନା କମିଟି ସହ ଆଲୋଚନା ପରେ ଏନେଇ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଓ ଜିଲ୍ଲାପାଳ ବଲୱନ୍ତ ସିଂ ।
ଆସନ୍ତାକାଲି ରଥଯାତ୍ରା । ଯଦି ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦିଅନ୍ତି ତେବେ ପୋଲିସ ଓ ସୁରକ୍ଷାକର୍ମୀ, ସ୍ୱାସ୍ଥ୍ୟ କର୍ମୀ ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ଅଗି୍ନଶମ ବାହୀନି ଓ ବିଦ୍ୟୁତ୍ ପରିଚାଳନା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ତୁରନ୍ତ ପ୍ରସ୍ତୁତ ରହିବାକୁ କୁହାଯାଇଛି । ସମସ୍ତ ଜରୁରୀ ବିଭାଗ ମଧ୍ୟ ଏନେଇ ସମ୍ମତି ଜଣାଇଛନ୍ତି । ରଥଯାତ୍ରା ରାୟ ପୂର୍ବରୁ ପୁରୀ ପ୍ରଶାସନର ଏଭଳି ବୈଠକ ରଥଯାତ୍ରା ହେବା ନେଇ ଆଉ ଏକ ସଙ୍କେତ ଦେଉଛି ।
BREAKING NEWS
- ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
- ଟ୍ରମ୍ପଙ୍କ ବଡ଼ ଘୋଷଣା : ରିପବ୍ଲିକାନ୍ ଜିତିଲେ ପ୍ରତ୍ୟେକ ବରିଷ୍ଠ ଆମେରିକୀୟଙ୍କୁ ମିଳିବ ୫,୦୦୦ ଡଲାର
- ପ୍ରବଳ ବର୍ଷା ଆଶଙ୍କା; ମୟୂରଭଞ୍ଜରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା
- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
- ଟ୍ରେନ୍ ଧକ୍କାରେ ଦନ୍ତା ହାତୀ ମୃତ
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…

Comments are closed.