ପୁରୀ : ବୁଧବାର କାର୍ତ୍ତିକ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର ହେବ । ଏହି ନୀତି ଅପରାହ୍ଣ ୪ଟାରୁ ଆରମ୍ଭ ହେବ । ପ୍ରାୟ ୩ ଘଣ୍ଟା ଧରି ଏହି ନୀତିକାନ୍ତି ଚାଲିବ। ଏହି ଦୃଷ୍ଟିରୁ ବୁଧବାର ଅପରାହ୍ଣ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି । ରାତି ପ୍ରାୟ ସାଢ଼େ ୭ଟାରୁ ୮ଟା ଭିତରେ ବନକଲାଗି ନୀତି ସରିବ। ଏହା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।
BREAKING NEWS
- US Places 10 Million Dollar Bounty on Iran Leaders: ଇରାନୀ ନେତାଙ୍କ ଉପରେ ୧୦ ନିୟୁତ ଡଲାର ପୁରସ୍କାର ରଖିଲା ଆମେରିକା, ଅଛି ମୋଜତାବା ଖାମେନେଇଙ୍କ ନାଁ
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
Comments are closed.