Latest Odisha News

BREAKING NEWS

ପୁରୀ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିଜେପି ନେତା ତଥା ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏସମ୍ପର୍କରେ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ।

“ଆଜି ମୋର କରୋନା ଟେଷ୍ଟ ପଜିଟିଭ ବାହାରିଛି । ମୁଁ ଏବେ ସଙ୍ଗରୋଧରେ ଅଛି । ନିକଟ ଅତୀତରେ ଯେଉଁମାନେ ମୋ ସମ୍ପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ପରୀକ୍ଷା କରାଇ ନିଅନ୍ତୁ ଏବଂ ସଙ୍ଗରୋଧରେ ରୁହନ୍ତୁ” ବୋଲି ସେ ଅନୁରୋଧ ମଧ୍ୟ କରିଛନ୍ତି ।

ଏହା ପୂର୍ବରୁ ଅନେକ ମନ୍ତ୍ରୀ ଓ ବିଧାୟକ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।

Leave A Reply

Your email address will not be published.