ପୁରୀ: ଆସନ୍ତାକାଲିଠୁ ହେବ ପୁରୀ ସେବାୟତଙ୍କ କରୋନା ଟେଷ୍ଟ । ପ୍ରଥମେ ଦଇତାପତି ସେବାୟତଙ୍କ ନମୂନା ପରୀକ୍ଷା କରାଯିବ । ମୋଟ ୧୫୦ ସେବାୟତଙ୍କ ପରୀକ୍ଷା ହେବ । ପରବର୍ତୀ ପର୍ୟ୍ୟାୟରେ ଗରାବଡୁ ଓ ଅନ୍ୟ ସେବାୟତଙ୍କ ନମୂନା ପରୀକ୍ଷା କରାଯିବ । ପ୍ରତ୍ୟେକ ଦିନ ୭୫ ସେବାୟତଙ୍କ ନମୂନା ପରୀକ୍ଷା କରାଯିବ । ସ୍ୱାବ ସଂଗ୍ରହ ପରେ ଚୁକ୍ତି ଅନୁସାରେ ହୋମ କ୍ୱାରେନଟିନରେ ରହିବେ । ଶ୍ରୀମନ୍ଦିର ଉନ୍ନୟନ୍ନ ପ୍ରଶାସନ ଏନେଇ ସୂଚନା ଦେଇଛନ୍ତି ।
ସେପଟେ ସ୍ନାନପୂର୍ଣ୍ଣିମା ନେଇ ଖୁଂଟିଆ ନିଯୋଗଙ୍କ ପକ୍ଷରୁ ସେବକଙ୍କ ତାଲିକା ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି । ତାଲିକାରେ ୧୦ ଜଣ ସେବକଙ୍କ ନାମ ରହିଛି । ପୂର୍ବରୁ ୩୦ ଜଣ ଖୁଂଟିଆ ସେବକ ସାମିଲ ହୋଇଥିଲେ । କିନ୍ତୁ ଚଳିତବର୍ଷ କରୋନା କଟକଣା ପାଇଁ ସେବକଙ୍କ ସଂଖ୍ୟା ହ୍ରାସ କରାଯାଇଛି ।
BREAKING NEWS
- Ama Sathi WhatsApp Bot:ରାଜ୍ୟ ପୋଲିସ ପକ୍ଷରୁ ସରଳ ବ୍ୟବସ୍ଥା :‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍ ଶୁଭାରମ୍ଭ;ମିଳିବ ୧୪ଟି ପୋଲିସ ସେବା
- ଏସବିଆଇ ବ୍ୟାଙ୍କରେ ଦିନଦ୍ୱିପ୍ରହରରେ ଲଙ୍କାଗୁଣ୍ଡ ମାଡ଼, ୪ ଲକ୍ଷ ଟଙ୍କା ଧରି ଫେରାର୍ ହେଉଥିବା ବେଳେ ଧରାପଡ଼ିଲା ଲୁଟେରା
- ବାଲେଶ୍ୱରରୁ ଉଦ୍ଧାର ୫ ଛୁଆ ଓରାଙ୍ଗଉଟାନଙ୍କୁ ଫେରାଇ ନେବ ଇଣ୍ଡୋନେସିଆ: ଆରମ୍ଭ ହେଲା କୂଟନୈତିକ ପ୍ରକ୍ରିୟା
- ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ଘରକୁ ଘର ବୁଲି ଭୋଟର ତାଲିକା ଯାଞ୍ଚ କରିବେ ଅଧିକାରୀ
- ପ୍ରତି ଛାତ୍ର ପିଛା ୧୦ ଟଙ୍କା ଲାଞ୍ଚ! ବାରିପଦାରେ ST/SC ବିଭାଗର ଦୁଇ ଅଡିଟରଙ୍କୁ ବାନ୍ଧିଲା ଭିଜିଲାନ୍ସ
- କାର ରଖି ନଦୀକୁ ଡେଇଁଲେ ଯୁବକ;ଖୋଜାଖୋଜି ଜାରି
- ରାଜ୍ୟସଭା ଭୋଟିଂ ବିବାଦ: ବାଚସ୍ପତିଙ୍କ ନିଷ୍ପତ୍ତିକୁ ହାଇକୋର୍ଟରେ ଚାଲେଞ୍ଜ କଲା ବିଜେଡି
- ବାଲେଶ୍ୱରରେ ଅଭାବନୀୟ ଘଟଣା: ଜଳିଗଲା ୧୦୮ ଆମ୍ବୁଲାନ୍ସ, ଜୀବନ୍ତ ଦଗ୍ଧ ହେଲେ ରୋଗୀ
- ୫ ଓରାଙ୍ଗଉଟାନ ଉଦ୍ଧାର ଘଟଣାରେ ଏସଟିଏଫ୍ର ବଡ଼ କାର୍ଯ୍ୟାନୁଷ୍ଠାନ: ପଶ୍ଚିମବଙ୍ଗ ଦୀଘାରୁ ୩ ଅଟକ
- Delhi Security: ପୁଟିନ୍-ଜିନପିଙ୍ଗଙ୍କ ପାଇଁ ଅଭେଦ୍ୟ ସୁରକ୍ଷା, BRICS ପାଇଁ ଦିଲ୍ଲୀରେ କଡ଼ା ସୁରକ୍ଷା ବଳୟ

Comments are closed.