ପୁରୀ: ଶ୍ରୀଗୁଣ୍ଡିଚା ଯାତ୍ରା ଦିନ SOP ଉଲଂଘନ ଅଭିଯୋଗ | ପୁରୀର ପୁଣି ଏକ ଲଜକୁ ସିଲ କଲା ପ୍ରଶାସନ | ବଳଗଣ୍ଡି ଛକରେ ଥିବା ଶ୍ରୀକ୍ଷେତ୍ର ଲଜକୁ ସିଲ କରାଯାଇଛି | ତେବେ ପୂର୍ବରୁ ଗଙ୍ଗା ଲଜ, ଅକ୍ଷୟପାତ୍ର ଫାଉଣ୍ଡେସନ ଓ ସାଗର ଇନ ଲଜ ସିଲ କରାଯାଇଥିବା ବେଳେ ଆଜି ଶ୍ରୀକ୍ଷେତ୍ର ଲଜକୁ ସିଲ କରାଗଲା | ତେବେ ଆଗକୁ ନିୟମ ଭାଙ୍ଗିଥିବା ଅନ୍ୟାନ୍ୟ ଲଜ ଓ ହୋଟେଲ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟପଟେ ପୁଣି ଦିତୀୟ ପର୍ଯ୍ୟାୟରେ ୫ ଜଣକ ବିରୋଧ ରେ କର୍ଫ୍ୟୁ ଉଲଘଂନକୁ ପୁରୀ ପୋଲିସ କାର୍ଯ୍ୟନୁଷ୍ଠାନ ଆରଂଭ କରିଛି।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.