ପୁରୀ: ଆସନ୍ତାକାଲି ବନ୍ଦ ରହିବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି ତଥା ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ ଦ୍ୱାଦଶୀ । ଦ୍ବାଦଶୀରେ ମହାପ୍ରଭୁଙ୍କର ବାବନ ଜନ୍ମ ନୀତି । ତେଣୁ ଆସନ୍ତାକାଲି ଶ୍ରୀମନ୍ଦିରରେ ବାବନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିସକାଶେ ୩ ଘଣ୍ଟା ପାଇଁ ମନ୍ଦ ରହିବ ସାଧାରଣ ଦର୍ଶନ । ମଧ୍ୟାହ୍ନ ଧୂପ ସରିବା ପରେ ବାବନ ଜନ୍ମ ନୀତିକାନ୍ତି ଆରମ୍ଭ ହେବ। ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.