Latest Odisha News

BREAKING NEWS

ଆଉ ୫ ଦିନ ପରେ ପୁରୀକୁ ସମ୍ପୂର୍ଣ୍ଣ ବିଦ୍ୟୁତ୍ ସେବା!

ପୁରୀ : ପୁରୀ ବଡଦାଣ୍ଡ ତଥା ସହରର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡିକରେ ସନ୍ଧ୍ୟା ୫ଟା ସୁଦ୍ଧା ବିଦ୍ୟୁତ୍ ସଂଯୋଗ କରାଯିବ ବୋଲି ବୁଧବାର ଦିନ ପୁରୀ ଜିଲ୍ଲାପାଳ ବଳବନ୍ତ ସିଂହ ସୂଚନା ପ୍ରଦାନ କରିଛନ୍ତି ।

ଆଗାମୀ ୫ ଦିନ ମଧ୍ୟରେ ସାରା ପୁରୀ ସହରରେ ବିଦ୍ୟୁତ୍ ସରବରାହ କରାଯିବ ବୋଲି ସେ ଗଣମାଧ୍ୟମକୁ ସୂଚନା ଦେଇ ହିଛନ୍ତି ।

ପ୍ରାପ୍ତ ସୂଚନାନୁଯାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ‘ଫନି’ ଦ୍ୱାରା ପ୍ରଭାବିତ ଜିଲ୍ଲାଗୁଡିକାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ତଦାରଖ କରିବେ । ଏହି ଅବସରରେ ସେ ପୁରୀ ସହର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.