ପୁରୀ: ଟ୍ରକ୍ରୁ ଲାଇନ୍ ଚ୍ୟୁତ ହେଲା ୩ଟି ବଗି । ପୁରୀ ଚନ୍ଦନପୁର-ତୁଲସୀଚଉରା ମଧ୍ୟରେ ଏକ ଖାଲି ଟ୍ରେନ୍ର ଇଂଜିନ୍, ଆଗ ୩ଟି ବଗି ଓ ପଛର ଗୋଟିଏ ଚକା ଲାଇନ୍ଚ୍ୟୁତ ହୋଇଛି । ଖୋର୍ଦ୍ଧା ରୋଡରୁ ଆସୁଥିବା ବେଳେ ଟ୍ରେନ୍ଟି ଲାଇନ୍ଚ୍ୟୁତ ହୋଇଥିବା ଜଣାପଡିଛି । ତେବେ କେଉଁ କାରଣ ଯୋଗୁଁ ଟ୍ରେନ୍ଟି ଲାଇନ୍ଚ୍ୟୁତ ହେଲା ସେ ନେଇ କୌଣସି ସୂଚନା ମିଳିପାରି ନାହିଁ । ଘଟଣାସ୍ଥଳରେ ବୈଷୟିକ ଟିମ୍ ପହଂଚି ତଦନ୍ତ ଜାରି ରଖିଛନ୍ତି ।
BREAKING NEWS
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ;’ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
- Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’
- ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ
- ପୂନର୍ବାର ଚର୍ଚ୍ଚାରେ ପନ୍ତ-ଗୋୟଙ୍କାଙ୍କ ଆଲୋଚନା
- ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…
Comments are closed.