ମସ୍କୋ: ଇଲେକ୍ଟୋରାଲ୍ କଲେଜ ଭୋଟ୍ରେ ଜିତିବା ପରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜୋ ବାଇଡେନ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉଲ୍ଲେଖ ଥାଉ କି, ବାଇଡେନ୍ ମଙ୍ଗଳବାର ଦିନ ଇଲେକ୍ଟୋରାଲ୍ କଲେଜ ଭୋଟ୍ ଜିତିବା ପରେ ଆମେରିକାର ରାଷ୍ଟ୍ରପତି ଭାବରେ ତାଙ୍କର ବିଜୟକୁ ନିଶ୍ଚିତ କରିଛନ୍ତି। ନଭେମ୍ବର ୩ରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ସମାପ୍ତ ହେବା ପରେ ପୁଟିନ ବାଇଡେନ୍ଙ୍କୁ ଅଭିନନ୍ଦନ ଜଣାଇ ନଥିଲେ ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ସମ୍ପ୍ରତି ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ବାଇଡେନ୍ଙ୍କୁ ଭାବେ ବିଜୟର ବାର୍ତ୍ତା ଜଣାଇଲେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ।
BREAKING NEWS
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
Comments are closed.