ଭୁବନେଶ୍ୱର: ଜଳ ସମ୍ପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ମନ୍ତ୍ରୀ ରଘୁନନ୍ଦନ ଦାସ୍ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି ।
ମୁଁ ଆଜି ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି l ମୋ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ ମାର୍ଗଦର୍ଶିକା ଅନୁସାରେ ସଙ୍ଗରୋଧରେ ରହିବା ସହିତ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରୁଛି l
— RaghunandanDas (@RaghunandanDas6) January 9, 2022
ସେ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରେ ଲେଖିଛନ୍ତି ‘ମୁଁ ଆଜି ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି କ୍ଷ ମୋ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ ମାର୍ଗଦର୍ଶିକା ଅନୁସାରେ ସଙ୍ଗରୋଧରେ ରହିବା ସହିତ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରିଛନ୍ତି ।
Comments are closed.