ମୋଦି ସରକାରଙ୍କ ୨.୦ର ପୂର୍ଣ୍ଣାଙ୍ଗ ବଜେଟ୍କୁ ବିରୋଧୀଙ୍କ ଟାର୍ଗେଟ୍ । ଚଳିତ ବଜେଟ୍କୁ କେବଳ ଭାଷଣର ରୂପ ଦେଇଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ମାନ୍ଦାବସ୍ଥା ଦେଇ ଗତି କରୁଥିବା ଅର୍ଥବ୍ୟବସ୍ଥାକୁ ସୁଧାରିବା ପାଇଁ ବଜେଟ୍ରେ କିଛି ନାହିଁ ବୋଲି ସେ କହିଛନ୍ତି । ଏଥିସହ ସେ କହିଛନ୍ତ ଯେ, ଦେଶର ମୁଖ୍ୟ ସମସ୍ୟା ହେଉଛି ବେକାରୀ ସମସ୍ୟା । ଦୁର୍ଭାଗ୍ୟବଶତଃ ବଜେଟ୍ରେ ବେକାରୀ ଯୁବକ ଓ ଯୁବତୀଙ୍କ ପାଇଁ କୌଣସି ରଣନୀତି ପ୍ରସ୍ତୁତି ହୋଇନାହିଁ । ଏତେ ଲମ୍ବା ବଜେଟ୍ରେ ସାଧାରଣ ଜନତାଙ୍କ ପାଇଁ କୌଣସି ସୁଯୋଗ ନାହିଁ । ଏହା କେବଳ କୁହାଳିଆ ସରକାରଙ୍କ ଫମ୍ପା ବଜେଟ ବୋଲି ସେ କହିଛନ୍ତି ।
ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ବଜେଟ୍କୁ ନିନ୍ଦା କରିଛନ୍ତି । ସେ କହିଛନ୍ତି, ଏହି ବଜେଟ୍କୁ ନେଇ ଅନେକ ଆଶା ଥିଲା । ମାତ୍ର ଏଥର ବି ଦିଲ୍ଳୀବାସୀଙ୍କ ସହ ଅନ୍ୟାୟ ହୋଇଛି । ତାଙ୍କୁ ଅଣଦେଖା କରାଯାଇଛି ବୋଲି ସେ କହିଛନ୍ତି ।
BREAKING NEWS
- PUCC:ଏପ୍ରିଲ ପହିଲା ଯାଏଁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ
- Steel Plant: ଓଡ଼ିଶାରେ ୭ ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ;୧୪ ହଜାରରୁ ଉର୍ଦ୍ଧ୍ବ ନିଯୁକ୍ତି ସୁଯୋଗ
- ଥାଇଲ୍ୟାଣ୍ଡ ଫେରନ୍ତାଙ୍କ ଠାରୁ ଲୁଟ୍ କରି ବନ୍ଧା ହେଲେ କ୍ୟାବ୍ ଡ୍ରାଇଭର; ଏପରି କରିଥିଲେ ଲୁଟ୍ ପ୍ଲାନ୍…
- ୫୦୦% ଟାରିଫ ଧମକ ମଧ୍ୟରେ ଖସିଲା ସେୟାର ବଜାର
- ବରୁଣ ଧୱନଙ୍କୁ ଟ୍ରୋଲ୍ କଲେ ୟୁଜର୍ସ, ଚିହିଁକିଲେ ‘ବର୍ଡର ୨’ରେ ପ୍ରଡ୍ୟୁସର୍
- Jaundice In Khordha: ଏଥିପାଇଁ ନବୋଦୟ ସ୍କୁଲରେ ବ୍ୟାପିଲା ଜଣ୍ଡିସ୍;ଆସିଲା ଜିଲ୍ଲା ଜନସ୍ବାସ୍ଥ୍ୟ ବିଭାଗର ରିପୋର୍ଟ
- ଲିଷ୍ଟ ଏ କ୍ରିକେଟରେ ବିଶ୍ୱ ରେକର୍ଡ ସ୍ଥାପନ କଲେ ରିତୁରାଜ
- pollution certificate: ‘ସାର୍ଟିଫିକେଟ ନାହିଁ ତ ତେଲ ନାହିଁ,ଏହି ନିଷ୍ପତ୍ତି ପ୍ରତ୍ୟାହାର ନକଲେ ଆନ୍ଦୋଳନକୁ ରାଜ୍ୟବ୍ୟାପୀ କରାଯିବ’
- ଲାଞ୍ଚ ନେଇ ଫସିଲେ ଆରଆଇ
- Odisha receive bomb threat: ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କଲା ହାଇକୋର୍ଟ ବାର ଆସୋସିଏସନ
Comments are closed.