ମୋଦି ସରକାରଙ୍କ ୨.୦ର ପୂର୍ଣ୍ଣାଙ୍ଗ ବଜେଟ୍କୁ ବିରୋଧୀଙ୍କ ଟାର୍ଗେଟ୍ । ଚଳିତ ବଜେଟ୍କୁ କେବଳ ଭାଷଣର ରୂପ ଦେଇଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ମାନ୍ଦାବସ୍ଥା ଦେଇ ଗତି କରୁଥିବା ଅର୍ଥବ୍ୟବସ୍ଥାକୁ ସୁଧାରିବା ପାଇଁ ବଜେଟ୍ରେ କିଛି ନାହିଁ ବୋଲି ସେ କହିଛନ୍ତି । ଏଥିସହ ସେ କହିଛନ୍ତ ଯେ, ଦେଶର ମୁଖ୍ୟ ସମସ୍ୟା ହେଉଛି ବେକାରୀ ସମସ୍ୟା । ଦୁର୍ଭାଗ୍ୟବଶତଃ ବଜେଟ୍ରେ ବେକାରୀ ଯୁବକ ଓ ଯୁବତୀଙ୍କ ପାଇଁ କୌଣସି ରଣନୀତି ପ୍ରସ୍ତୁତି ହୋଇନାହିଁ । ଏତେ ଲମ୍ବା ବଜେଟ୍ରେ ସାଧାରଣ ଜନତାଙ୍କ ପାଇଁ କୌଣସି ସୁଯୋଗ ନାହିଁ । ଏହା କେବଳ କୁହାଳିଆ ସରକାରଙ୍କ ଫମ୍ପା ବଜେଟ ବୋଲି ସେ କହିଛନ୍ତି ।
ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ବଜେଟ୍କୁ ନିନ୍ଦା କରିଛନ୍ତି । ସେ କହିଛନ୍ତି, ଏହି ବଜେଟ୍କୁ ନେଇ ଅନେକ ଆଶା ଥିଲା । ମାତ୍ର ଏଥର ବି ଦିଲ୍ଳୀବାସୀଙ୍କ ସହ ଅନ୍ୟାୟ ହୋଇଛି । ତାଙ୍କୁ ଅଣଦେଖା କରାଯାଇଛି ବୋଲି ସେ କହିଛନ୍ତି ।
BREAKING NEWS
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC
- ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ: ମିଡିଆ 11 ଟିମ୍ ଚମ୍ପିୟାନ
- ତମାଖୁଜାତ ଦ୍ରବ୍ୟରୁ ରାଜକୋଷକୁ ୭,୩୪୬ କୋଟି ଟଙ୍କା ଆଦାୟ

Comments are closed.