ମୁମ୍ବାଇ: ଏଠାରେ ଶନିବର ଅନୁଷ୍ଠିତ ଆଇପିଏଲର ଏକ ରୋମାଂଚକ ମୁକାବିଲାରେ ଗୁଜରାଟ ଟାଇଟନ୍ସ ୬ ୱିକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ବାଙ୍ଗାଲୋର ବିରାଟ କୋହଲି (୫୮)ଙ୍କ ଚମତ୍କାର ଅର୍ଦ୍ଧଶତକ ବଳରେ ୨୦ ଓଭରରେ ୬ ୱିକେଟ ହରାଇ ୧୭୦ ରନ କରିଥିଲା । ଜବାବରେ ଗୁଜରାଟ ୬ ୱିକେଟରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା । ଡେଭିଡ ମିଲର (୩୯ ନଟଆଉଟ) ଓ ରାହୁଲ ତେୱାତିଆଙ୍କ ଅପରାଜିତ ୪୩ ରନ ସହାୟତାରେ ବିଜୟ ଲକ୍ଷ୍ୟକୁ ଆଉ ୩ଟି ବଲ ବାକି ଥାଇ ହାସଲ କରି ନେଇଥିଲା ।
ଫର୍ମକୁ ଫେରିଲେ କୋହଲି: ବାଙ୍ଗାଲୋର ଅଧିନାୟକ ଫାପ ଡୁ ପ୍ଲେସି ପ୍ରଥମେ ବ୍ୟାଟିଂ କରିବା ପାଇଁ ନିଷ୍ପତି ନେଇଥିଲେ । ବିରାଟ କୋହଲି ଦୀର୍ଘ ଦିନ ପରେ ଫର୍ମକୁ ଫେରିବା ସହ ୫୩ ବଲରେ ୫୮ ରନ ସଂଗ୍ରହ କରିଥିଲେ । ରଜତ ପାଟିସାର ୫୨ ଓ ଗ୍ଲେନ ମ୍ୟାକ୍ସୱେଲ ୩୩ ରନର ଇନିଂସ ଖେଳିଥିଲେ । ଗୁଜରାଟ ପକ୍ଷରୁ ପ୍ରଦୀପ ସାଙ୍ଗୱାନ ସର୍ବାଧିକ ୨ଟି ୱିକେଟ ଅକ୍ତିଆର କରିଥିଲେ ।
BREAKING NEWS
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ

Comments are closed.