Latest Odisha News

ଓଡିଶାର ୫ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା, ସୁନ୍ଦରଗଡ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.