Latest Odisha News

ପ୍ରବଳ ବର୍ଷା ନେଇ ଓଡ଼ିଶାର ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଭୁବନେଶ୍ୱର ଏବଂ କଟକ ସମେତ ଓଡିଶାର ୧୬ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗୁରୁବାର ଅପରାହ୍ନ ୫ଟା ୩୦ମି. ଯାଏଁ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଏହି ଜିଲ୍ଲା ମଧ୍ୟରେ ରହିଛି- ଖ‌ୋର୍ଦ୍ଧା (ଭୁବନେଶ୍ୱର ସହର), କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ, ଢ‌େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗୀର, ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡ।

Comments are closed.