Latest Odisha News

BREAKING NEWS

କଟକ ଓ ଭୁବନେଶ୍ବର ସମେତ ଏସବୁ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡିଶାର ପାଞ୍ଚଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା (ଭୁବନେଶ୍ୱର), କଟକ (କଟକ ସହର), ଜଗତସିଂହପୁର, କେନ୍ଦ୍ରାପଡା ଏବଂ ନୟାଗଡ଼ରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ତେବେ ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

Comments are closed.