Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ଏହିସବୁ ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଆକଳନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ଅପରାହ୍ନ ୪ଟା ୩୦ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.