ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଓଡ଼ିଶାର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା, ଢେଙ୍କାନାଳ ଓ କଟକର କିଛି ସ୍ଥାନରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ମିଳିଛି ।
ଅନ୍ୟପଟେ ଯାଜପୁର, କେନ୍ଦୁଝର, ଜଗତସିଂହପୁର, ଗଂଜାମ,ଗଜପତି, ବାଲେଶ୍ଵର, ଭଦ୍ରକ, ପୁରୀ ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ମଧ୍ୟାହ୍ନ ୧୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।
BREAKING NEWS
- ନିଜ ନାବାଳିକା ଝିଅକୁ ବଳି ଦେବାକୁ ଉଦ୍ୟମ କରୁଥିଲା ମା !
- ‘COVID ଟୀକା ଓ ଯୁବବର୍ଗଙ୍କ ହଠାତ୍ ମୃତ୍ୟୁ ମଧ୍ୟରେ କୌଣସି ସମ୍ପର୍କ ନାହିଁ’;AIIMS-ICMR ରିସର୍ଚ୍ଚରୁ ମିଳିଲା ତଥ୍ୟ
- କ’ଣ ଏହି WiFi Calling? ଜାଣନ୍ତୁ କେମିତି ବିନା ସିଗ୍ନାଲରେ ବି କରିପାରିବେ କଲ୍
- Malkangiri Tension: ମାଲକାନଗିରି ହିଂସାରେ ଆଜି ଆଉ ୧୨ ଗିରଫ;ଗିରଫଦାରୀ ସଂଖ୍ୟା ୧୮କୁ ବୃଦ୍ଧି
- ସ୍ୱାମୀଙ୍କ ଶବ ସହ ଶୋଇଥାନ୍ତି ମହିଳା, ସ୍ୱପ୍ନରେ ଆସିଥାଏ ଦ୍ୱିତୀୟ ବିବାହ ପାଇଁ ଅନୁମତି : ଅଜବ ପରମ୍ପରା
- ପୁରୁଣା ୫୦୦-୧୦୦୦ ଟଙ୍କା ନୋଟ୍ ଘରେ ରହିଥିଲେ ସାବଧାନ ! ନହେଲେ ….
- ରାଷ୍ଟ୍ରୀୟ ଅଧ୍ୟକ୍ଷକଙ୍କୁ ଅଲଗା ବେତନ ଦେଇଥାଏ BJP? ଜାଣନ୍ତୁ ଜେପି ନଡ୍ଡାଙ୍କ ପରେ କେତେ ଟଙ୍କା ପାଇବେ ନବୀନ
- Damodar Rout: ‘ପାରାଦୀପ ଓ କୁଜଙ୍ଗରେ ଦାମ ବାବୁଙ୍କ ଦୁଇଟି ପ୍ରତିମୂର୍ତ୍ତି ମୁଁ ତିଆରି କରିବି’
- ଟି୨୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଏକତରଫା ବିଜୟ
- ଯାଜପୁରରେ ରାଜନୈତିକ ହିଂସା, ବହୁ ଆହତ
Comments are closed.