Latest Odisha News

BREAKING NEWS

ଆଜି ରାତିରେ ଏହି ୧୨ଟି ଜିଲ୍ଲାକୁ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ସଦ୍ୟତମ ସୂଚନା ଅନୁଯାୟୀ ଆଜି ରାତିରେ ଓଡ଼ିଶାର ୧୨ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଶୁକ୍ରବାର ରାତି ୧୧ଟା ୩୦ ମଧ୍ୟରେ ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପବନ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି ।

 

ସେହି ୧୨ଟି ଜିଲ୍ଲାଗୁଡ଼ିକ ହେଲା – କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ଭଦ୍ରକ, ସମ୍ବଲପୁର, ଖୋର୍ଦ୍ଧା (ଭୁବନେଶ୍ୱର), ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ଆଦି।

Leave A Reply

Your email address will not be published.