Latest Odisha News

BREAKING NEWS

୩ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦ୍ୱିପ୍ରହର ୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରିଛି।

Leave A Reply

Your email address will not be published.