Latest Odisha News

BREAKING NEWS

ଓଡିଶାର ୪ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ୱର), କଟକ (କଟକ ସହର) ପୁରୀ ଓ ଢେଙ୍କାନାଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ- ଘନଉଛି ଲଘୁଚାପ, ୨୧ ଯାଏଁ ବର୍ଷା

ଏହିସବୁ ଜିଲ୍ଲା ଗୁଡିକରେ ବିଭାଗ ପକ୍ଷରୁ ଦିନ ୧୨ଟା ୩୦ମି.ରୁ ଦିନ ୩ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ଅଧିକ ପଢନ୍ତୁ- ଅକ୍ଟୋବରରେ ଲଘୁଚାପର ଲମ୍ବା ଲାଇନ୍‌, ୧୯ ତାରିଖ ବେଳକୁ ପୁଣି ଦାନା ବାନ୍ଧିବ

Leave A Reply

Your email address will not be published.