ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି– କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଞ୍ଜାମ, ବାଲେଶ୍ଵର ଓ କଟକ

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଏହିସବୁ ଜିଲ୍ଲା ଗୁଡ଼ିକର କେତେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।