Latest Odisha News

BREAKING NEWS

ରାଜ୍ୟର କେଉଁ ୭ଟି ଜିଲ୍ଲାରେ ରହିଛି ଝଡବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ ୩ଟା ଯାଏଁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି ।

ସେହି ଜିଲ୍ଲାଗୁଡ଼ିକ ହେଲା– ଢେଙ୍କାନାଳ, ବୌଦ୍ଧ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଓ କଟକ।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଏହିସବୁ ଜିଲ୍ଲା ଗୁଡ଼ିକର କେତେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.