Latest Odisha News

BREAKING NEWS

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୧ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଯାଜପୁର, ପୁରୀ, ଗଞ୍ଜାମ, ଗଜପତି,କେନ୍ଦ୍ରାପଡା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୁରଭଞ୍ଜ ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.