Latest Odisha News

BREAKING NEWS

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ, କଟକ (କଟକ ସହର), ଅନୁଗୁଳ, କନ୍ଧମାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ପୁରୀ, କୋରାପୁଟ, ଖୋର୍ଦ୍ଧା (ଭୁବନେଶ୍ୱର), ଢେଙ୍କାନାଳ, ମୟୁରଭଞ୍ଜ ଓ ରାୟଗଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ- ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲା ଗୁଡିକରେ ଦିନ ୧୧ଟା ୩୦ମି.ରୁ ଦିନ ୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.