Latest Odisha News

ଓଡ଼ିଶାର ଏହି ୪ଟି ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ…

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ମଙ୍ଗଳବାର ଦିନ ଓଡ଼ିଶାର ୪ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ବାଲେଶ୍ଵର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାରେ ଦିନ ୨ଟା ୧୫ମି. ସୁଦ୍ଧା ବଜ୍ରପାତ ସହିତ ବୃଷ୍ଟିପାତ ହେବାର ଆଶଙ୍କା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.