Latest Odisha News

BREAKING NEWS

ଓଡ଼ିଶାର ଏହିସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଶନିବାର ଦିନ ଓଡ଼ିଶାର ୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ କନ୍ଧମାଳ, ମୟୂରଭଞ୍ଜ, କୋରାପୁଟ, କଳାହାଣ୍ଡି, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାରେ ଅପରାହ୍ନ ୫ଟା ସୁଦ୍ଧା ବଜ୍ରପାତ ସହିତ ବୃଷ୍ଟିପାତ ହେବାର ଆଶଙ୍କା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.