Latest Odisha News

BREAKING NEWS

୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୪ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ପୁରୀ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ଅଧିକ ପଢନ୍ତୁ- ୩ ଦିନ ଯାଏ ବର୍ଷାରେ ଲାଗିବ ବ୍ରେକ୍; ୧୫ ଓ ୧୬ରେ ବଡ଼ ବର୍ଷାର ସମ୍ଭାବନା

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Comments are closed.