Latest Odisha News

BREAKING NEWS

୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.