Latest Odisha News

ବର୍ଷା ସହ ବଜ୍ରପାତ ଆଶଙ୍କା: ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ରାୟଗଡା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କିଛି ସ୍ଥାନରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ମିଳିଛି।

 

ଏହିସବୁ ଜିଲ୍ଲାଗୁଡିକୁ ବିଭାଗ ପକ୍ଷରୁ ସନ୍ଧ୍ୟା ୬ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.