Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୫ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ବରଗଡ, ନୂଆପଡା, ବଲାଙ୍ଗିର ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.