Latest Odisha News

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ କେନ୍ଦ୍ରାପଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.