Latest Odisha News

BREAKING NEWS

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.