Latest Odisha News

BREAKING NEWS

ଦିନ ୨ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ଦିନ ୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା କରା ଯାଇଛି ।

Leave A Reply

Your email address will not be published.