Latest Odisha News

BREAKING NEWS

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହି ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା ଜଗତସିଂହପୁର, ଖୋର୍ଦ୍ଧା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ ନୟାଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ମିଳିଛି।

ଏହିସବୁ ଜିଲ୍ଲାଗୁଡିକୁ ବିଭାଗ ପକ୍ଷରୁ ସକାଳ ୯.୩୦ ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.