Latest Odisha News

BREAKING NEWS

ଟ୍ଵିନ ସିଟି ସହ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ,ନୟାଗଡ଼, କେନ୍ଦ୍ରାପଡା, ଖୋର୍ଦ୍ଧା(ଭୁବନେଶ୍ୱର), କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ବରଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ଦିନ ସନ୍ଧ୍ୟା ୭ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.