ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ଓଡିଶାର ପ୍ରାୟ ୫ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା ସୁନ୍ଦରଗଡ଼, ସମ୍ବଲପୁର, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାର କିଛି ସ୍ଥାନରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ମିଳିଛି ।
ଏହିସବୁ ଜିଲ୍ଲାଗୁଡିକୁ ବିଭାଗ ପକ୍ଷରୁ ଦିନ ୩ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।
BREAKING NEWS
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ
- ବର୍ଷା ଯୋଗୁଁ ପଞ୍ଚମ ଟି-୨୦ ବାତିଲ: ୨-୨ ରେ ବରାବର ରହିଲା ଭାରତ-ୱେଷ୍ଟଇଣ୍ଡିଜ ସିରିଜ୍
- ଦୁର୍ଗାମେଢ଼ ତିଆରି କରୁଥିଲେ…ଏମିତି ଚାଲିଗଲା ଜୀବନ
- ମହାଷ୍ଟମୀ ଓ ଦଶହରା କେବେ, କେଉଁ ଦିନ କରିବେ ପୂଜା? ପୁଣି ଉପୁଜିଲା ଦ୍ୱନ୍ଦ
- India’s Ambassador To Nepal:ସୁଧାକର ଦଲେଲା କିଏ? ନେପାଳରେ ଭାରତର ନୂତନ ରାଷ୍ଟ୍ରଦୂତ
- କଂଗ୍ରେସ ମହାରାଲି ପାଇଁ ଗ୍ରୀନ୍ ସିଗନାଲ୍: ମିଳିଲା NOC, କମ୍ପିବ ରାମଲୀଳା ମଇଦାନ
- RG Kar Case: ସନ୍ଦୀପ ଘୋଷଙ୍କ ଜାମିନକୁ ନେଇ ତେଜିଲା ରାଜନୈତିକ ହଇଚଇ, CBI ଭୂମିକା ଉପରେ ଉଠିଲା ପ୍ରଶ୍ନ

Comments are closed.