Latest Odisha News

ବଜ୍ରପାତ ସହ ବର୍ଷା ଆଶଙ୍କା: ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି।

ଏହି ଜିଲ୍ଲା ଗୁଡିକ ହେଉଛି ସମ୍ବଲପୁର, ସୁନ୍ଦରଗଡ, ଝରସୁଗୁଡା, ଦେଓଗଡ଼, ବରଗଡ଼, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର ଲୋଙ୍କୁ ବିଭାଗ୍ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଦିନ ୧୧ ଟା ଯାଏଁ ଘରେ ରହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.