Latest Odisha News

BREAKING NEWS

ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଲାଗିରହିଛି ବର୍ଷା

ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜଧାନୀରେ ଲାଗିରହିଛି ବର୍ଷା  । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଟ୍ୱିନ ସିଟି ଭୁବନେଶ୍ୱର ଏବଂ କଟକରେ ଆଜି ପ୍ରବଳ ବର୍ଷା ହେବା ସହ ଆଗାମୀ 24 ଘଣ୍ଟା ମଧ୍ୟରେ ବର୍ଷା ହେବାର ସଂଭାବନା ରହିଛି ।

ଏହା ସହ  କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଖୋର୍ଦ୍ଧା, କଟକ, ପୁରୀ ଏବଂ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ଲାଗିରହିଛି ବିଜୁଳି ଘଡଘଡି ସହ ବର୍ଷା  ।

Leave A Reply

Your email address will not be published.