Latest Odisha News

BREAKING NEWS

ଦିନ ୩ଟା ଯାଏଁ ଓଡିଶାର ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧ଟାରୁ ୩ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.