ମୁମ୍ବାଇ: ଚଳିତ ଆଇପିଏଲରେ ସୋମବାର ଚେନ୍ନାଇ ସୁପର କିଙ୍ଗସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମୁକାବିଲା ହେବ । ଟସ୍ ଜିତି ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ଫଳରେ ମହେନ୍ଦ୍ର ସିଂ ଧୋନୀ ନେତୃତ୍ୱାଧୀନ ଚେନ୍ନାଇ ପ୍ରଥମେ ବ୍ୟାଟିଂ କରିବ । ରାଜସ୍ଥାନ ତାର ଚୂଡାନ୍ତ ଏକାଦଶରେ କୌଣସି ପରିବର୍ତନ କରି ନାହିଁ ।
ଚେନ୍ନାଇ ସୁପର କିଙ୍ଗ୍ସ: ଋତୁରାଜ ଗାଏକ୍ୱାଡ, ଫାପ୍ ଡୁ ପ୍ଲେସି, ମୋଇନ ଅଲୀ, ସୁରେଶ ରାଇନା, ଅମ୍ବାତି ରାୟୁଡୁ, ସାମ କୁରାନ, ରବୀନ୍ଦ୍ର ଜାଡେଜ. ଏମଏସ ଧୋନୀ(ଅଧିନାୟକ), ଡ୍ୱେନ ବ୍ରାଭୋ, ଶାର୍ଦ୍ଦୁଳ ଠାକୁର, ଦୀପକ ଚାହର ।
ରାଜସ୍ଥାନ ରୟାଲ୍ସ: ଜୋସ ବଟଲର, ମାନନ ଭୋରା, ସଞ୍ଜୁ ସାମସନ(ଅଧିନାୟକ), ଶିବମ ଦୁବେ, ଡେଭିଡ ମିଲର, ରିୟାନ ପରାଗ, ରାହୁଲ ତେୱାଟିଆ, କ୍ରିସ ମୋରିସ, ଜୟଦେବ ଉନାଡକଟ, ଚେତନ ସାକରିୟା, ମୁସ୍ତାଫିଜୁର ରହେମାନ ।
BREAKING NEWS
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
Comments are closed.