Latest Odisha News

BREAKING NEWS

ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ

ହାଇଦ୍ରାବାଦ: ଫିଲ୍ମ ଅନ୍ନାଥେର ୮ ଜଣ କ୍ରିଉ ମେମ୍ବର କରୋନାରେ ସଂକ୍ରମିତ ହେବା ପରେ ହାଇଦ୍ରାବାଦ ଫେରିଥିଲେ ସୁପରଷ୍ଟାର ରଜନକାନ୍ତ । ହେଲେ ଆଜି ସକାଳୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରକ୍ତଚାପରେ ଅନିୟମିତତା ଯୋଗୁଁ ସେ ହାଇଦ୍ରାବାଦର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବିଶ୍ୱସ୍ତ ସୁତ୍ରରୁ ଜଣାପଡିଛି ।

ମଙ୍ଗଳାବର ୨୨ ତାରିଖରେ ତାଙ୍କ କରୋନା ରିପୋର୍ଟ ନେଗେଟିଭ ବାହାରିବା ପରେ ସେ ସଙ୍ଗରୋଧରେ ରହିଥିଲେ । ତାଜା ସୂଚନା ଅନୁଯାୟୀ ରଜନୀକାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହୋଇଥିଲାବେଳେ ରକ୍ତଚାପ ମଧ୍ୟ ନିୟନ୍ତ୍ରଣରେ ରହିଛି ।

Leave A Reply

Your email address will not be published.